ମାଥିଉ 21:8 - ପବିତ୍ର ବାଇବଲ (CL) NT (BSI)8 ଉପସ୍ଥିତ ଜନତା ଯୀଶୁ ଯାଉଥିବା ରାସ୍ତା ଉପରେ ନିଜ ନିଜର ପୋଷାକ ବିଛାଇ ଦେଲେ ଏବଂ କେତେକ ଡ଼ାଳପତ୍ର କାଟି ଆଣି ସେହି ରାସ୍ତାରେ ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଲୋକସମୂହ ମଧ୍ୟରୁଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ8 ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ8 ଯୀଶୁ ଯିରୁଶାଲମ ରାସ୍ତାରେ ଯାତ୍ରା କଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କର ଲୁଗା ରାସ୍ତାରେ ବିଛେଇ ଦେଲେ। ଆଉ କେତେକ ଲୋକ ଗଛରୁ ଡାଳ ସବୁ କାଟି ରାସ୍ତାରେ ବିଛାଇ ଦେଲେ। Viz kapitola |