Online Bible

- Reklamy -




ମାଥିଉ 22:13 - ପବିତ୍ର ବାଇବଲ (CL) NT (BSI)

13 ରାଜା ଚାକରମାନଙ୍କୁ କହିଲେ, ‘ତା’ର ହାତ ପାଦ ବାନ୍ଧ ବାହାରେ ପକାଇ ଦିଅ। ସେଠାରେ ସେ କ୍ରନ୍ଦନ କରି ଦାନ୍ତ ରଗଡ଼ିବ’।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Viz kapitola kopírovat

ଓଡିଆ ବାଇବେଲ

13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Viz kapitola kopírovat

ପବିତ୍ର ବାଇବଲ

13 ତେଣୁ ରାଜା କେତେକ ଗ୍ଭକରଙ୍କୁ କହିଲେ, ‘ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହାରେ ଅନ୍ଧାରରେ ଫିଙ୍ଗିଦିଅ, ଯେଉଁଠାରେ ଲୋକେ କାନ୍ଦୁଥିବେ ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରୁଥିବେ।’

Viz kapitola kopírovat




ମାଥିଉ 22:13

Následuj nás:

Reklamy


Reklamy