ମାଥିଉ 22:15 - ପବିତ୍ର ବାଇବଲ (CL) NT (BSI)15 କେତେ ଜଣ ଫାରୁଶୀ ଯୀଶୁଙ୍କୁ ପ୍ରଶ୍ନ ପଚାରି ତାଙ୍କୁ ଫାନ୍ଦରେ ପକାଇବା ପାଇଁ ଉପାୟ ପାଞ୍ଚିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ଵାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। Viz kapitolaଓଡିଆ ବାଇବେଲ15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। Viz kapitolaପବିତ୍ର ବାଇବଲ15 ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ। Viz kapitola |