ମାଥିଉ 22:25 - ପବିତ୍ର ବାଇବଲ (CL) NT (BSI)25 ଗୋଟିଏ କଥା ଶୁଣନ୍ତୁ। ଆମର ଏଠାରେ ସାତଜଣ ଭାଇ ଥିଲେ। ଜ୍ୟେଷ୍ଠ ଭାଇ ନିଃସନ୍ତାନ ହୋଇ ମରିଯିବାରୁ ତା’ର ଦ୍ୱିତୀୟ ଭାଇ ଭ୍ରାତୃ ପତ୍ନୀକୁ ବିବାହ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; Viz kapitolaଓଡିଆ ବାଇବେଲ25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; Viz kapitolaପବିତ୍ର ବାଇବଲ25 ଆମ୍ଭ ଭିତରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତା'ର କୌଣସି ସନ୍ତାନ ନ ଥିଲେ। ତେଣୁ ତା'ର ଭାଇ ସେହି ସ୍ତ୍ରୀଲୋକଟିକୁ ବିବାହ କଲା। Viz kapitola |