ମାଥିଉ 22:34 - ପବିତ୍ର ବାଇବଲ (CL) NT (BSI)34 ଯେତେବେଳେ ଫାରୁଶୀମାନେ ଶୁଣିଲେ ଯେ ଯୀଶୁ ସାଦ୍ଦୁକୀମାନଙ୍କୁ ନିରୁତ୍ତର କରି ଦେଇଛନ୍ତି, ସେମାନେ ଏକାଠି ହୋଇ ଯୀଶୁଙ୍କ ପାଖକୁ ଆସିଲେ Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, Viz kapitolaଓଡିଆ ବାଇବେଲ34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, Viz kapitolaପବିତ୍ର ବାଇବଲ34 ଫାରୂଶୀମାନେ ଶୁଣିଲେ ଯେ ଯୀଶୁଙ୍କ ଉତ୍ତରରେ ସାଦ୍ଦୂକୀମାନେ ଚୁପ୍ ହୋଇଗଲେ। ତା'ପରେ ସେମାନେ ସମସ୍ତେ ଏକାଠି ହେଲେ। Viz kapitola |