ମାଥିଉ 22:44 - ପବିତ୍ର ବାଇବଲ (CL) NT (BSI)44 ‘ଈଶ୍ୱର ମୋହର ପ୍ରଭୁଙ୍କୁ କହିଲେ, ଆମେ ତୁମ ଶତ୍ରୁମାନଙ୍କୁ ତୁମ ପଦାନତ କରିବା ପର୍ଯ୍ୟନ୍ତ ତୁମେ ଆମର ଦକ୍ଷିଣ ପାଶ୍ୱର୍ରେ ବସ।’ Viz kapitolaପବିତ୍ର ବାଇବଲ (Re-edited) - (BSI)44 ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ। Viz kapitolaଓଡିଆ ବାଇବେଲ44 ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’ Viz kapitolaପବିତ୍ର ବାଇବଲ44 “ପ୍ରଭୁ ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ନିୟନ୍ତ୍ରଣରେ ଦେବି ଏବଂ ତୁମ୍ଭେ ମୋର ଡାହାଣ ପଟେ ବସିବ।” Viz kapitola |