ମାଥିଉ 22:45 - ପବିତ୍ର ବାଇବଲ (CL) NT (BSI)45 “ଯଦି ଦାଉଦ ମସୀହଙ୍କୁ ପ୍ରଭୁ ବୋଲି ସମ୍ବୋଧନ କରିଛନ୍ତି, ତେବେ ମସୀହ କିପରି ତାଙ୍କର ବଂଶଧର ହୋଇ ପାରିବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)45 ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ? Viz kapitolaଓଡିଆ ବାଇବେଲ45 ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?” Viz kapitolaପବିତ୍ର ବାଇବଲ45 ଯଦି ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହୁଛନ୍ତି। ତେବେ ଖ୍ରୀଷ୍ଟ କିପରି ଦାଉଦଙ୍କ ପୁଅ ହୋଇ ପାରିବେ?” Viz kapitola |