ମାଥିଉ 22:46 - ପବିତ୍ର ବାଇବଲ (CL) NT (BSI)46 ଯୀଶୁଙ୍କୁ କେହି ଏହାର ଉତ୍ତର ଦେଇ ପାରିଲେ ନାହିଁ। ସେହି ଦିନଠାରୁ ତାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ କେହି ସାହସ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି ସେହି ଦିନଠାରୁ କେହି ତାହାଙ୍କୁ ଆଉ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ। Viz kapitolaଓଡିଆ ବାଇବେଲ46 ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ। Viz kapitolaପବିତ୍ର ବାଇବଲ46 ଜଣେ ହେଲେ ଫାରୂଶୀ ଯୀଶୁଙ୍କ ପ୍ରଶ୍ନର ଉତ୍ତର ଦେଇ ପାରିଲେ ନାହିଁ। ସେହି ଦିନଠାରୁ ଯୀଶୁଙ୍କୁ ଆଉ କୌଣସି ପ୍ରଶ୍ନ ପଗ୍ଭରି ଫାନ୍ଦରେ ପକାଇବାକୁ କେହିହେଲେ ଚେଷ୍ଟା କରିବାକୁ ସାହସ କଲେ ନାହିଁ। Viz kapitola |