ମାଥିଉ 23:8 - ପବିତ୍ର ବାଇବଲ (CL) NT (BSI)8 କିନ୍ତୁ ତୁମକୁ କେହି ଗୁରୁ ବୋଲି ଡ଼ାକିବା ଉଚିତ୍ ନୁହେଁ। କାରଣ ତୁମେ ସମସ୍ତେ ପରସ୍ପରର ଭାଇ ଓ ତୁମର ଗୁରୁ କେବଳ ଜଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି ତୁମ୍ଭେ ସମସ୍ତେ ଭାଇ। Viz kapitolaଓଡିଆ ବାଇବେଲ8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ। Viz kapitolaପବିତ୍ର ବାଇବଲ8 “କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ‘ରାବ୍ବୀ’ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି। Viz kapitola |