ମାଥିଉ 23:9 - ପବିତ୍ର ବାଇବଲ (CL) NT (BSI)9 ପୁଣି ପୃଥିବୀରେ ତୁମେ କାହାକୁ ପିତା ବୋଲି ସମ୍ବୋଧନ କରିବା ଉଚିତ୍ ନୁହେଁ। କାରଣ ତୁମର ଜଣେ କେବଳ ପିତା - ସେ ସ୍ୱର୍ଗରେ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ପୃଥିବୀରେ କାହାକୁ ହିଁ ପିତା ବୋଲି ସମ୍ଵୋଧନ କର ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ଵର୍ଗରେ ଅଛନ୍ତି। Viz kapitolaଓଡିଆ ବାଇବେଲ9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି। Viz kapitolaପବିତ୍ର ବାଇବଲ9 “ଏ ସଂସାରରେ କାହାରିକୁ ‘ପରମପିତା’ ବୋଲି ସମ୍ବୋଧନ କର ନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ୱର୍ଗରେ ରହୁଛନ୍ତି। Viz kapitola |