ମାଥିଉ 24:1 - ପବିତ୍ର ବାଇବଲ (CL) NT (BSI)1 ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବାବେଳେ ଶିଷ୍ୟମାନେ ମନ୍ଦିର ବେଢ଼ାରେ ଥିବା ବଡ଼ ବଡ଼ ସୌଧ ଆଡ଼କୁ ଯୀଶୁଙ୍କର ଦୃଷ୍ଟି ଆକର୍ଷଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ନିମନ୍ତେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, Viz kapitolaଓଡିଆ ବାଇବେଲ1 ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ1 ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ। Viz kapitola |