ମାଥିଉ 24:21 - ପବିତ୍ର ବାଇବଲ (CL) NT (BSI)21 ସେତେବେଳେ ଯେଉଁ ଦୁଃଖ ଭୋଗ କରିବାକୁ ପଡ଼ିବ, ଜଗତର ସୃଷ୍ଟିଠାରୁ ଆଜିଯାଏ ଘଟିଥିବା ସବୁ କ୍ଲେଶକୁ ତାହା ବଳି ପଡ଼ିବ। ସେପରି ଦୁଃଖ ଭୋଗ ଭବିଷ୍ୟତ୍ରେ କେବେ ଆସିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ, ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ। Viz kapitolaଓଡିଆ ବାଇବେଲ21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ। Viz kapitolaପବିତ୍ର ବାଇବଲ21 କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ। Viz kapitola |