ମାଥିଉ 24:32 - ପବିତ୍ର ବାଇବଲ (CL) NT (BSI)32 “ଡ଼ିମିରି ଗଛଠାରୁ ଶିକ୍ଷା ଗ୍ରହଣ କର। ଯେତେବେଳେ ତା’ର ସବୁଜ କୋମଳ ଶାଖା ପ୍ରଶାଖାରୁ ନୂଆ ପତ୍ର କଅଁଳେ, ଗ୍ରୀଷ୍ମଋତୁ ଆସନ୍ନ ବୋଲି ତୁମ୍ଭେମାନେ ଜାଣି ପାରୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Viz kapitolaଓଡିଆ ବାଇବେଲ32 ଡିମ୍ବିରି ଗଛରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 “ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Viz kapitolaପବିତ୍ର ବାଇବଲ32 “ଡିମିରିଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତେବେଳେ ଡିମିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତେବେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିଯିବ। Viz kapitola |