ମାଥିଉ 24:36 - ପବିତ୍ର ବାଇବଲ (CL) NT (BSI)36 “ସେହି ଦିନ, ସେହି ମୁହୂର୍ତ୍ତ କେବେ ଆସିବ, କେହି କହିପାରିବେ ନାହିଁ। ସ୍ୱୟଂ ଈଶ୍ୱରଙ୍କ ପୁତ୍ର କିମ୍ବା ସ୍ୱର୍ଗଦୂତମାନେ ମଧ୍ୟ ସେକଥା ଜାଣନ୍ତି ନାହିଁ, କେବଳ ପିତା ଈଶ୍ୱର ଜାଣନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ସେହି ଦିନ ଓ ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗର ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳମାତ୍ର ପିତା ଜାଣନ୍ତି। Viz kapitolaଓଡିଆ ବାଇବେଲ36 କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 “କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି। Viz kapitolaପବିତ୍ର ବାଇବଲ36 “ସେହି ଦିନ ବା ସେହି ସମୟ କେବେ ଆସିବ, କେହି ଜାଣନ୍ତି ନାହିଁ। ଏପରିକି ସ୍ୱର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କେବଳ ପରମପିତା ଏହା ଜାଣନ୍ତି। Viz kapitola |