Online Bible

- Reklamy -




ମାଥିଉ 24:40 - ପବିତ୍ର ବାଇବଲ (CL) NT (BSI)

40 ସେହି ସମୟରେ କ୍ଷେତରେ କାମ କରୁଥିବା ଦୁଇଜଣଙ୍କ ମଧ୍ୟରୁ ଜଣେ ମନୋନୀତ ହୋଇ ଚାଲିଯିବ। ଅପରଟି ପରିତ୍ୟକ୍ତ ହୋଇ ପଛରେ ରହିଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;

Viz kapitola kopírovat

ଓଡିଆ ବାଇବେଲ

40 ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;

Viz kapitola kopírovat

ପବିତ୍ର ବାଇବଲ

40 ଦୁଇଜଣ ଲୋକ ଏକାଠି କାମ କରୁଥିବେ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାରେ ଛାଡ଼ି ଆର ଜଣକୁ ନିଆଯିବ।

Viz kapitola kopírovat




ମାଥିଉ 24:40

Následuj nás:

Reklamy


Reklamy