ମାଥିଉ 24:49 - ପବିତ୍ର ବାଇବଲ (CL) NT (BSI)49 ଅନ୍ୟ ଭୃତ୍ୟମାନଙ୍କୁ ମାରପିଟ କରି ମଦ୍ୟପମାନଙ୍କ ସହିତ ଭୋଜନ ପାନରେ ରତ ହେବ, Viz kapitolaପବିତ୍ର ବାଇବଲ (Re-edited) - (BSI)49 ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ, Viz kapitolaଓଡିଆ ବାଇବେଲ49 ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ, Viz kapitolaପବିତ୍ର ବାଇବଲ49 ତେବେ ସେ ଅନ୍ୟ ଗ୍ଭକରମାନଙ୍କୁ ପିଟିବା ଆରମ୍ଭ କରିଦେବ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ୟପାନ କରି ରହିବ। Viz kapitola |