ମାଥିଉ 24:51 - ପବିତ୍ର ବାଇବଲ (CL) NT (BSI)51 ତାକୁ ସେ କଠୋର ଶାସ୍ତି ଦେବେ। ସେ ପ୍ରତାରକମାନଙ୍କର ଦୁର୍ଦ୍ଦଶା ଭୋଗ କରିବ ଏବଂ ଶେଷରେ ବିଳାପ କରି ଦାନ୍ତ ରଗଡ଼ିବା ତା’ ପକ୍ଷରେ ସାର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)51 ପୁଣି ସେ ତାହାକୁ ଦ୍ଵିଖଣ୍ତ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। Viz kapitolaଓଡିଆ ବାଇବେଲ51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।” Viz kapitolaପବିତ୍ର ବାଇବଲ51 ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ। Viz kapitola |