ମାଥିଉ 25:1 - ପବିତ୍ର ବାଇବଲ (CL) NT (BSI)1 “ସେହି ସମୟରେ ସ୍ୱର୍ଗରାଜ୍ୟର ଆଗମନ ଏହିପରି ହେବ। “ଦଶଜଣ କୁମାରୀ ପ୍ରତ୍ୟେକ ଗୋଟିଏ ଗୋଟିଏ ଦୀପ ନେଇ ବରକୁ ପାଛୋଟି ଆଣିବାକୁ ଯାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ସ୍ଵର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ କରିବାକୁ ବାହାରିଲେ। Viz kapitolaଓଡିଆ ବାଇବେଲ1 ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। Viz kapitolaପବିତ୍ର ବାଇବଲ1 “ସେ ସମୟରେ ସ୍ୱର୍ଗରାଜ୍ୟ, ବର ଖୋଜିବାକୁ ବାହାରିଥିବା ଦଶ ଜଣ କୁମାରୀ ଝିଅଙ୍କ ଭଳି ହେବ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସେମାନେ ତାହାଙ୍କ ସହିତ ଦୀପ ଆଣିଥିଲେ, Viz kapitola |