ମାଥିଉ 25:20 - ପବିତ୍ର ବାଇବଲ (CL) NT (BSI)20 ପାଞ୍ଚ ହଜାର ମୁଦ୍ରା ନେଇଥିବା ଭୃତ୍ୟ ମୁନିବଙ୍କୁ ଆଉ ପାଞ୍ଚ ହଜାର ମୁଦ୍ରା ଦେଇôଥଲେ, ଏହି ଦେଖନ୍ତୁ, ମୁଁ ଆଉ ପାଞ୍ଚ ହଜାର ଲାଭ ପାଇଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ଘେନି ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି। Viz kapitolaଓଡିଆ ବାଇବେଲ20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି। Viz kapitolaପବିତ୍ର ବାଇବଲ20 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦେଲା, ଗ୍ଭକରଟି କହିଲା ‘ଆପଣ ମୋତେ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଇଥିଲେ। ମୁଁ ତା’ ଦ୍ୱାରା ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ରୋଜଗାର କରିଛି।’ Viz kapitola |