Online Bible

- Reklamy -




ମାଥିଉ 25:24 - ପବିତ୍ର ବାଇବଲ (CL) NT (BSI)

24 “ଶେଷରେ ଏକ ହଜାର ମୁଦ୍ରା ନେଇଥିବା ଭୃତ୍ୟ ଆସି କହିଲା, ‘ଆଜ୍ଞା, ମୁଁ ଜାଣେ, ଆପଣ ଜଣେ କଠୋର ଲୋକ। ବୁଣି ନ ଥିବା କ୍ଷେତରେ ଆପଣ ଅମଳ କରନ୍ତି। ବିହନ ନ ବୁଣି ଫସଲ ସଂଗ୍ରହ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଆନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।

Viz kapitola kopírovat

ଓଡିଆ ବାଇବେଲ

24 ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।

Viz kapitola kopírovat

ପବିତ୍ର ବାଇବଲ

24 “ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, ‘ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠୋର ବ୍ୟକ୍ତି। ରୋପଣ ନ କରି ମଧ୍ୟ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ୟ ଶସ୍ୟ ଏକାଠି କରନ୍ତି।

Viz kapitola kopírovat




ମାଥିଉ 25:24

Následuj nás:

Reklamy


Reklamy