ମାଥିଉ 25:35 - ପବିତ୍ର ବାଇବଲ (CL) NT (BSI)35 ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଖୁଆଇଛ, ମୁଁ ତୃଷିତ ଥିଲି, ତୁମେ ମୋତେ ପିଇବାକୁ ଦେଇଛ। ମୁଁ ଅପରିଚିତ ଥିଲି, ତୁମେ ମୋର ଆତିଥ୍ୟ କରିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ; Viz kapitolaଓଡିଆ ବାଇବେଲ35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; Viz kapitolaପବିତ୍ର ବାଇବଲ35 ତୁମ୍ଭେ ଏହି ରାଜ୍ୟ ଲାଭ କରିବ କାରଣ ମୁଁ ଯେତେବେଳେ ଭୋକିଲା ଥିଲି, ସେତେବେଳେ ତୁମେ ମୋତେ ଖାଇବାକୁ ଦେଇଥିଲ। ମୋତେ ଶୋଷ ଲାଗୁଥିବା ସମୟରେ ମୋତେ କିଛି ପିଇବାକୁ ଦେଇଛ। ମୁଁ ଘରଠାରୁ ଦୂରରେ ଏକୁଟିଆ ଥିଲି। ତୁମ୍ଭେ ମୋତେ ତୁମ୍ଭ ଘରକୁ ଡାକିଥିଲ। Viz kapitola |