ମାଥିଉ 25:37 - ପବିତ୍ର ବାଇବଲ (CL) NT (BSI)37 “ଧାର୍ମିକମାନେ ଉତ୍ତର ଦେବେ, ‘ପ୍ରଭୁ! କେବେ ଆପଣଙ୍କୁ କ୍ଷୁଧିତ ଦେଖି ଖାଇବାକୁ ଦେଇଛୁ? କେବେ ଆପଣଙ୍କୁ ତୃଷିତ ଦେଖି ପିଇବାକୁ ଦେଇଛୁ? Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ,ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? Viz kapitolaଓଡିଆ ବାଇବେଲ37 ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? Viz kapitolaପବିତ୍ର ବାଇବଲ37 “ସେତେବେଳେ ଭଲ ଲୋକମାନେ ଉତ୍ତର ଦେବେ, ‘ହେ ପ୍ରଭୁ! ଆମ୍ଭେ କେତେବେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦେଇଥିଲୁ? କେତେବେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦେଇଥିଲୁ? Viz kapitola |