ମାଥିଉ 26:22 - ପବିତ୍ର ବାଇବଲ (CL) NT (BSI)22 ଶିଷ୍ୟମାନେ ବଡ଼ ବ୍ୟଥିତ ହୋଇ ଜଣକ ପରେ ଜଣେ ଯୀଶୁଙ୍କୁ ପଚାରିଲେ, “ଆପଣ ନିଶ୍ଚୟ ମୋତେ ଲକ୍ଷ୍ୟ କରି କହି ନାହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେଥିରେ ସେମାନେ ଅତ୍ୟ; ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୋ ସେ କଅଣ ମୁଁ? Viz kapitolaଓଡିଆ ବାଇବେଲ22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କ'ଣ ମୁଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ? Viz kapitolaପବିତ୍ର ବାଇବଲ22 ଏହା ଶୁଣି ସେମାନେ ବହୁତ ଦୁଃଖିତ ହେଲେ। ପ୍ରତ୍ୟେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ନିଶ୍ଚିତଭାବରେ ସେ ଜଣକ ମୁଁ ନୁହେଁ! କୁହନ୍ତୁ ମୁଁ କି?” Viz kapitola |