ମାଥିଉ 26:32 - ପବିତ୍ର ବାଇବଲ (CL) NT (BSI)32 କିନ୍ତୁ ମୁଁ ପୁନରୁତ୍ôଥତ ହେବା ପରେ ତୁମ୍ଭମାନଙ୍କ ଆଗରୁ ଗାଲିଲୀକୁ ଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ମାତ୍ର ମୁଁ ଉତ୍ଥିତ ହେଲା ଉତ୍ତାରେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯିବି। Viz kapitolaଓଡିଆ ବାଇବେଲ32 ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି।” Viz kapitolaପବିତ୍ର ବାଇବଲ32 କିନ୍ତୁ ମୁଁ ପୁଣି ଥରେ ମୃତ୍ୟୁରୁ ପୁନରୁତ୍ଥିତ ହେବି। ତା'ପରେ ମୁଁ ଗାଲିଲୀକୁ ଗ୍ଭଲିଯିବି। ତୁମ୍ଭେମାନେ ସେଠାକୁ ଯିବା ପୂର୍ବରୁ ମୁଁ ସେଠାକୁ ଯାଇଥିବି।” Viz kapitola |