ମାଥିଉ 26:5 - ପବିତ୍ର ବାଇବଲ (CL) NT (BSI)5 କିନ୍ତୁ ସେମାନେ କହିଲେ, “ଏ କାର୍ଯ୍ୟ ଆମେ ପର୍ବବେଳେ କରିବା ଅନୁଚିତ। ସେତେବେଳେ ଲୋକେ ଶାନ୍ତି ଭଙ୍ଗ କରିପାରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ତଗୋଳ ହେବ। Viz kapitolaଓଡିଆ ବାଇବେଲ5 କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ। Viz kapitolaପବିତ୍ର ବାଇବଲ5 କିନ୍ତୁ ବୈଠକରେ ସେମାନେ କଥାବାର୍ତ୍ତା ହେଲେ, “ଆମ୍ଭେ ନିସ୍ତାରପର୍ବ ସମୟରେ ଏସବୁ କରିବା ଉଚିତ୍ ହେବ ନାହିଁ। କାରଣ ଲୋକମାନେ ଏଥିରେ ରାଗିଯାଇ ପାରନ୍ତି ଓ ଦଙ୍ଗାହଙ୍ଗାମା କରି ପାରନ୍ତି।” Viz kapitola |