ମାଥିଉ 26:51 - ପବିତ୍ର ବାଇବଲ (CL) NT (BSI)51 ଯୀଶୁଙ୍କ ପକ୍ଷରୁ ଜଣେ ଲୋକ ନିଜ ଖଣ୍ଡା ବାହାର କରି ପ୍ରଧାନ ପୁରୋହିତଙ୍କ ଦାସକୁ ଆଘାତ କଲା। ସେହି ଲୋକର କାନ କଟିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)51 ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ତା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ। Viz kapitolaଓଡିଆ ବାଇବେଲ51 ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ। Viz kapitolaପବିତ୍ର ବାଇବଲ51 ଯେଉଁ ଲୋକମାନେ ଯୀଶୁଙ୍କ ସହିତ ଥିଲେ, ସେମାନଙ୍କ ଭିତରୁ ଜଣେ ଶିଷ୍ୟ ତା'ର ଖଣ୍ଡା ବାହାର କରି ମହାଯାଜକଙ୍କ ଗ୍ଭକରକୁ ସେଥିରେ ଆଘାତ କଲା, ଫଳରେ ଗ୍ଭକରର କାନ କଟିଗଲା। Viz kapitola |