ମାଥିଉ 26:53 - ପବିତ୍ର ବାଇବଲ (CL) NT (BSI)53 ତୁମେ କ’ଣ ଜାଣ ନାହିଁ, ମୁଁ ମୋ’ ପିତାଙ୍କୁ ସାହାଯ୍ୟ ମାଗିଲେ, ସେ ମୋ’ ପାଇଁ ତତ୍କ୍ଷଣାତ୍ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ସ୍ୱର୍ଗଦୂତ ପଠାଇ ପାରିବେ? Viz kapitolaପବିତ୍ର ବାଇବଲ (Re-edited) - (BSI)53 ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋʼ ନିମନ୍ତେ ଦ୍ଵାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ? Viz kapitolaଓଡିଆ ବାଇବେଲ53 ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ? Viz kapitolaପବିତ୍ର ବାଇବଲ53 ତୁମ୍ଭେ କ’ଣ ଜାଣି ନାହଁ ଯେ ମୁଁ ମୋର ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମୋତେ ବାରଟି ସେନାବାହିନୀରୁ ଅଧିକ ଯୋଗେଇବେ। Viz kapitola |