ମାଥିଉ 26:60 - ପବିତ୍ର ବାଇବଲ (CL) NT (BSI)60 କିନ୍ତୁ ସେଭଳି କୌଣସି ପ୍ରମାଣ ମିଳିଲା ନାହିଁ। ଶେଷରେ ଦୁଇଜଣ ଉଠିପଡ଼ି Viz kapitolaପବିତ୍ର ବାଇବଲ (Re-edited) - (BSI)60 ଆଉ ଅନେକ ମିଥ୍ୟାସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ। କିନ୍ତୁ ଶେଷରେ ଦୁଇଜଣ ବାହାରି କହିଲେ, Viz kapitolaଓଡିଆ ବାଇବେଲ60 ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ । ଶେଷରେ ଦୁଇ ଜଣ ବାହାରି କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT60 ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ। ଶେଷରେ ଦୁଇ ଜଣ ବାହାରି କହିଲେ, Viz kapitolaପବିତ୍ର ବାଇବଲ60 କିନ୍ତୁ ଯଦିଓ ଅନେକ ମିଛ ସାକ୍ଷୀ ଆଗକୁ ଆସି ମିଛରେ ସାକ୍ଷ୍ୟ ଦେଲେ, ତଥାପି ମହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ପ୍ରକୃତ କାରଣ ପାଇ ପାରିଲା ନାହିଁ। ଶେଷରେ ଦୁଇଜଣ ଲୋକ ଆଗରୁ ବାହାରି ଆସି କହିଲେ, Viz kapitola |