ମାଥିଉ 26:69 - ପବିତ୍ର ବାଇବଲ (CL) NT (BSI)69 ପ୍ରଧାନ ପୁରୋହିତଙ୍କର ବାହାର ଅଗଣାରେ ପିତର ବସିଥିବାବେଳେ ଜଣେ ଦାସୀ ପାଖକୁ ଆସି କହିଲା, “ତୁମେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସଙ୍ଗରେ ଥିଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ। Viz kapitolaଓଡିଆ ବାଇବେଲ69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ। Viz kapitolaପବିତ୍ର ବାଇବଲ69 ସେହି ସମୟରେ ପିତର ପ୍ରାଙ୍ଗଣ ମଧ୍ୟରେ ବସିଥିଲେ, ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, “ତୁମ୍ଭେ ମଧ୍ୟ ଗାଲିଲୀର ଯୀଶୁଙ୍କ ସହିତ ଥିଲ।” Viz kapitola |