ମାଥିଉ 26:71 - ପବିତ୍ର ବାଇବଲ (CL) NT (BSI)71 ଏହା କହି ସେ ସେହି ଅଗଣାର ଦ୍ୱାର ପାଖକୁ ଚାଲିଗଲେ। ଆଉ ଗୋଟିଏ ଦାସୀ ତାଙ୍କୁ ଦେଖି ସେଠାରେ ଥିବା ଲୋକମାନଙ୍କୁ କହିଲା, “ଇଏ ନାଜରିତୀୟ ଯୀଶୁଙ୍କ ସଙ୍ଗରେ ଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)71 ପୁଣି, ସେ ଦାଣ୍ତଦ୍ଵାରକୁ ବାହାରିଯାଆନ୍ତେ ଆଉ ଜଣେ ଦାସୀ ତାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା। Viz kapitolaଓଡିଆ ବାଇବେଲ71 ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT71 ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା। Viz kapitolaପବିତ୍ର ବାଇବଲ71 ତା'ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।” Viz kapitola |