ମାଥିଉ 26:75 - ପବିତ୍ର ବାଇବଲ (CL) NT (BSI)75 ସେହିକ୍ଷଣି କୁକୁଡ଼ା ଡ଼ାକିଲା ଏବଂ ଯୀଶୁ କଅଣ କହିଥିଲେ, ପିତରଙ୍କ ମନେ ପଡ଼ିଲା: “କୁକୁଡ଼ା ଡ଼ାକିବା ପୂର୍ବରୁ ମୋତେ ଜାଣ ନାହିଁ ବୋଲି ତୁମେ ତିନିଥର କହିବ।” ସେ ବାହାରକୁ ଯାଇ ବ୍ୟାକୁଳ ଭାବରେ କାନ୍ଦିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)75 ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟ; ବ୍ୟାକୁଳ ହୋଇ ରୋଦନ କଲେ। Viz kapitolaଓଡିଆ ବାଇବେଲ75 ସେହିକ୍ଷଣି କୁକୁଡ଼ା ଡାକିଲା । ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT75 ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ। Viz kapitolaପବିତ୍ର ବାଇବଲ75 ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, “କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର ଅସ୍ୱୀକାର କରିବ।” ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ହୋଇ କାନ୍ଦିବାକୁ ଲାଗିଲେ। Viz kapitola |