ମାଥିଉ 27:14 - ପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଯୀଶୁ ଉତ୍ତରରେ ପଦେ ହେଲେ ନ କହିବାରୁ ପିଲାତ ଅତି ଆଚମ୍ବିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟ; ଚମତ୍କୃତ ହେଲେ। Viz kapitolaଓଡିଆ ବାଇବେଲ14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ। Viz kapitolaପବିତ୍ର ବାଇବଲ14 କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦେବାକୁ ମନାକଲେ। ଏଥିରେ ପୀଲାତ ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ। Viz kapitola |