ମାଥିଉ 27:31 - ପବିତ୍ର ବାଇବଲ (CL) NT (BSI)31 ଏହିପରି ତାଙ୍କୁ ଉପହାସ କରିବା ପରେ ରାଜକୀୟ ପୋଷାକ ବାହାର କରି ତାଙ୍କର ନିଜ ବସ୍ତ୍ର ପିନ୍ଧାଇ ଦେଲେ ଏବଂ କ୍ରୁଶରେ ଚଢ଼ାଇବା ପାଇଁ ତାଙ୍କୁ ସେଠାରୁ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ। Viz kapitolaଓଡିଆ ବାଇବେଲ31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ। Viz kapitolaପବିତ୍ର ବାଇବଲ31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କ୍ରୁଶରେ ଚଢ଼ାଇବା ପାଇଁ ନେଇଗଲେ। Viz kapitola |