ମାଥିଉ 27:34 - ପବିତ୍ର ବାଇବଲ (CL) NT (BSI)34 ସେଠାରେ ସେମାନେ ଯୀଶୁଙ୍କୁ ତିକ୍ତ ଦ୍ରବ୍ୟ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। ଯୀଶୁ ତାକୁ ଟିକିଏ ଚାଖି ଆଉ ପିଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତାହାଙ୍କୁ ପିତ୍ତମିଶ୍ରିତ ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ଵାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ। Viz kapitolaଓଡିଆ ବାଇବେଲ34 ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ। Viz kapitolaପବିତ୍ର ବାଇବଲ34 ସେମାନେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଗ୍ଭଖିବା ପରେ ପିଇବା ପାଇଁ ମନାକଲେ। Viz kapitola |