Online Bible

- Reklamy -




ମାଥିଉ 27:38 - ପବିତ୍ର ବାଇବଲ (CL) NT (BSI)

38 ତା’ପରେ ସେମାନେ ଦୁଇଜଣ ଦସ୍ୟୁକୁ ସେଠାରେ କ୍ରୁଶରେ ଚଢ଼ାଇଲେ, ଜଣକୁ ଯୀଶୁଙ୍କ ଦକ୍ଷିଣ ପାଶ୍ୱର୍ରେ ଓ ଅନ୍ୟ ଜଣକୁ ତାଙ୍କ ବାମରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।

Viz kapitola kopírovat

ଓଡିଆ ବାଇବେଲ

38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।

Viz kapitola kopírovat

ପବିତ୍ର ବାଇବଲ

38 ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ।

Viz kapitola kopírovat




ମାଥିଉ 27:38

Následuj nás:

Reklamy


Reklamy