ମାଥିଉ 27:4 - ପବିତ୍ର ବାଇବଲ (CL) NT (BSI)4 “ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କ ପ୍ରତି ବିଶ୍ୱାସଘାତକତା କରି ମୁଁ ବଡ଼ ପାପ କରିଛି।” ସେମାନେ ଉତ୍ତର ଦେଲେ, “ଆମର ସେଥିରେ କଅଣ ଅଛି? ତା’ ତୁମ ନିଜର କଥା।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? ତୁ ତାହା ବୁଝ୍। Viz kapitolaଓଡିଆ ବାଇବେଲ4 ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? Viz kapitolaପବିତ୍ର ବାଇବଲ4 ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।” ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।” Viz kapitola |