ମାଥିଉ 27:40 - ପବିତ୍ର ବାଇବଲ (CL) NT (BSI)40 “ତୁମେ ପରା ମନ୍ଦିରକୁ ଭାଙ୍ଗିଦେଇ ତିନି ଦିନରେ ପୁଣି ତାକୁ ତୋଳି ଦେଉଥିଲ। ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ନିଜକୁ ରକ୍ଷା କର। କ୍ରୁଶରୁ ଓହ୍ଲାଇ ଆସ।” Viz kapitolaପବିତ୍ର ବାଇବଲ (Re-edited) - (BSI)40 ରେ ମନ୍ଦିର ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ। Viz kapitolaଓଡିଆ ବାଇବେଲ40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ। Viz kapitolaପବିତ୍ର ବାଇବଲ40 “ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।” Viz kapitola |