ମାଥିଉ 27:42 - ପବିତ୍ର ବାଇବଲ (CL) NT (BSI)42 “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା, କିନ୍ତୁ ନିଜକୁ ରକ୍ଷା କରି ପାରୁ ନାହିଁ। ସେ ପରା ଇଶ୍ରାୟେଲର ରାଜା। ଏବେ ଯଦି ସେ କ୍ରୁଶରୁ ଓହ୍ଲାଇ ଆସି ପାରିବ, ଆମେ ତାକୁ ବିଶ୍ୱାସ କରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ଵାସ କରିବା। Viz kapitolaଓଡିଆ ବାଇବେଲ42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା। Viz kapitolaପବିତ୍ର ବାଇବଲ42 ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ। Viz kapitola |