ମାଥିଉ 27:64 - ପବିତ୍ର ବାଇବଲ (CL) NT (BSI)64 ତେଣୁ ତିନି ଦିନ ପର୍ଯ୍ୟନ୍ତ ସେହି କବର ଜଗି ରହିବାକୁ ପ୍ରହରୀ ନିଯୁକ୍ତ କରିବାକୁ ଆଦେଶ ଦିଅନ୍ତୁ, ତା’ହେଲେ ତାଙ୍କ ଶିଷ୍ୟମାନେ ତାଙ୍କ ଶରୀରକୁ ଚୋରାଇ ନେଇ, ସେ ବଞ୍ôଚ ଉଠିଛନ୍ତି ବୋଲି କହି ପାରିବେ ନାହିଁ। ସେମାନଙ୍କର ଏହି ମିଥ୍ୟା ପ୍ରଚାର ସବୁଠାରୁ ଅଧିକ ଅନିଷ୍ଟକର ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)64 ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି; ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ। Viz kapitolaଓଡିଆ ବାଇବେଲ64 ଅତଏବ, ତୃତୀୟ ଦିବସ ପର୍ଯନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT64 ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ। Viz kapitolaପବିତ୍ର ବାଇବଲ64 ତେଣୁ ତୃତୀୟ ଦିନ ପର୍ଯ୍ୟନ୍ତ କବରକୁ ପହରା ଦେବା ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ୟମାନେ ସେଠାକୁ ଆସି ତାହାଙ୍କ ମୃତଦେହକୁ ଗ୍ଭେରି କରି ନେବା ପାଇଁ ଚେଷ୍ଟା କରିବେ। ତା'ପରେ ସେମାନେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ୟୁରୁ ଉଠିଛନ୍ତି। ତାହାହେଲେ ଏହି ଶେଷ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହେବ।” Viz kapitola |