ମାଥିଉ 27:66 - ପବିତ୍ର ବାଇବଲ (CL) NT (BSI)66 ସେମାନେ ଯାଇ କବରଟିର ସୁରକ୍ଷା କରିବା ପାଇଁ ବ୍ୟବସ୍ଥା କଲେ। ତା’ ମୁହଁକୁ ଢ଼ାଙ୍କି ରଖିଥିବା ପଥର ଉପରେ ମୋହର ବସାଇ ଜଗିବା ପାଇଁ ପ୍ରହରୀମାନଙ୍କୁ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)66 ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ। Viz kapitolaଓଡିଆ ବାଇବେଲ66 ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT66 ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ। Viz kapitolaପବିତ୍ର ବାଇବଲ66 ତା'ପରେ ସେମାନେ କବର ପାଖକୁ ଗଲେ ଓ ପ୍ରବେଶଦ୍ୱାରରେ ମୋହର ଲଗେଇଲେ। ସେଠାରେ ସୈନ୍ୟମାନଙ୍କୁ ପହରା ଦେବା ପାଇଁ ଆଦେଶ ଦେଇ ଗ୍ଭେରମାନଙ୍କ କବଳରୁ କବରକୁ ନିରାପଦ ରଖିବାର ବ୍ୟବସ୍ଥା କଲେ। Viz kapitola |