ମାଥିଉ 28:17 - ପବିତ୍ର ବାଇବଲ (CL) NT (BSI)17 ସେଠାରେ ଯୀଶୁଙ୍କୁ ଦେଖି ସେମାନେ ତାଙ୍କୁ ଆରାଧନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। Viz kapitolaଓଡିଆ ବାଇବେଲ17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। Viz kapitolaପବିତ୍ର ବାଇବଲ17 ପାହାଡ଼ ଉପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେମାନେ ତାହାଙ୍କୁ ପ୍ରଣାମ କଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ବିଶ୍ୱାସ କରିପାରିଲେ ନାହିଁ ଯେ, ଏ ହେଉଛନ୍ତି ପ୍ରକୃତରେ ଯୀଶୁ। Viz kapitola |