ମାଥିଉ 28:5 - ପବିତ୍ର ବାଇବଲ (CL) NT (BSI)5 ସ୍ୱର୍ଗଦୂତ ସେହି ସ୍ତ୍ରୀ ଲୋକମାନଙ୍କୁ କହିଲେ, “ଭୟ କର ନାହିଁ। ମୁଁ ଜାଣେ ତୁମେ କ୍ରୁଶବିଦ୍ଧ ଯୀଶୁଙ୍କୁ ଦେଖିବାକୁ ଆସିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ। Viz kapitolaଓଡିଆ ବାଇବେଲ5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ। Viz kapitolaପବିତ୍ର ବାଇବଲ5 ସ୍ୱର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, “ଭୟ କର ନାହିଁ। ଯେଉଁ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଛି, ତୁମ୍ଭେ ତାହାଙ୍କୁ ଖୋଜୁଥିବା କଥା ମୁଁ ଜାଣିଛି। Viz kapitola |