ମାଥିଉ 3:14 - ପବିତ୍ର ବାଇବଲ (CL) NT (BSI)14 ଯୋହନ ଯୀଶୁଙ୍କୁ ନିବର୍ତ୍ତାଇ କହିଲେ, “ମୁଁ ସିନା ତୁମ ଦ୍ୱାରା ଦୀକ୍ଷିତ ହେବାର କଥା - ତୁମେ ତଥାପି ମୋ’ ନିକଟକୁ ଆସିଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ଯୋହନ ତାହାଙ୍କୁ ନିବାରଣ କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ଵାରା ବାପ୍ତିଜିତ ହେବା ମୋହର ପ୍ରୟୋଜନ, ଆଉ ଆପଣ ମୋʼ ନିକଟକୁ ଆସୁଅଛନ୍ତି? Viz kapitolaଓଡିଆ ବାଇବେଲ14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?” Viz kapitolaପବିତ୍ର ବାଇବଲ14 କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠାରେ ନେବା ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, “ମୋର ତୁମ୍ଭଠାରୁ ବାପ୍ତିସ୍ମ ନେବା ଦରକାର। ତୁମ୍ଭେ ମୋ’ ପାଖକୁ କାହିଁକି ଆସିଛ?” Viz kapitola |