ମାଥିଉ 4:11 - ପବିତ୍ର ବାଇବଲ (CL) NT (BSI)11 ସଙ୍ଗେ ସଙ୍ଗେ ଶୟତାନ ତାଙ୍କୁ ଛାଡ଼ି ଚାଲିଗଲା ଓ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ଯତ୍ନ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ11 ତେଣୁ ଶୟତାନ ତାହାଙ୍କୁ ଛାଡ଼ି ଗ୍ଭଲିଗଲା, ଏବଂ ତା'ପରେ ସ୍ୱର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ। Viz kapitola |