ମାଥିଉ 4:17 - ପବିତ୍ର ବାଇବଲ (CL) NT (BSI)17 ସେହି ସମୟଠାରୁ ଯୀଶୁ ପ୍ରଚାର କରି କହିଲେ, “ପାପ ପଥରୁ ଫେର, କାରଣ ସ୍ୱର୍ଗରାଜ୍ୟ ନିକଟବର୍ତ୍ତୀ”। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ। Viz kapitolaଓଡିଆ ବାଇବେଲ17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।” Viz kapitolaପବିତ୍ର ବାଇବଲ17 ସେହି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରିଦେଲେ। ସେ କହିଲେ, “ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ନିକଟ ହୋଇଗଲାଣି।” Viz kapitola |