ମାଥିଉ 4:18 - ପବିତ୍ର ବାଇବଲ (CL) NT (BSI)18 ଯୀଶୁ ଗାଲିଲୀ ହ୍ରଦକୂଳ ଦେଇ ଗମନ କଲାବେଳେ ଶିମୋନ (ପିତର) ଓ ଆନ୍ଦ୍ରିୟ ନାମକ ଦୁଇଜଣ ଧୀବରଙ୍କୁ ଭେଟିଲେ। ଏ ଦୁଇ ଭାଇ ଜାଲ ପକାଇ ହ୍ରଦରେ ମାଛ ଧରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେ ଗାଲିଲୀ ସମୁଦ୍ର କୂଳରେ ଭ୍ରମଣ କରୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କି ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। Viz kapitolaଓଡିଆ ବାଇବେଲ18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। Viz kapitolaପବିତ୍ର ବାଇବଲ18 ଯୀଶୁ ଗାଲିଲୀ ହ୍ରଦ ପାଖଦେଇ ଯାଉଥିଲେ, ସେ (ପିତର ନାମରେ ଖ୍ୟାତ) ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦେଖିଲେ। ସେମାନେ ହ୍ରଦରେ ଜାଲ ପକାଉଥିଲେ। ସେମାନେ, ବ୍ୟବସାୟରେ କେଉଟ ଥିଲେ। Viz kapitola |