ମାଥିଉ 4:19 - ପବିତ୍ର ବାଇବଲ (CL) NT (BSI)19 ଯୀଶୁ ସେମାନଙ୍କୁ ଆହ୍ୱାନ କରି କହିଲେ, “ମୋ’ ସାଙ୍ଗରେ ଆସ। ମୁଁ ତୁମକୁ ମନୁଷ୍ୟ ଧରିବା ଶିଖାଇବି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି। Viz kapitolaଓଡିଆ ବାଇବେଲ19 ସେ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” Viz kapitolaପବିତ୍ର ବାଇବଲ19 ଯୀଶୁ ସେମାନଙ୍କୁ କହିଲେ, “ଆସ, ମୋତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।” Viz kapitola |