ମାଥିଉ 4:23 - ପବିତ୍ର ବାଇବଲ (CL) NT (BSI)23 ଯୀଶୁ ସମଗ୍ର ଗାଲିଲୀ ପର୍ଯ୍ୟଟନ କରି ଉପାସନା ଗୃହମାନଙ୍କରେ ଶିକ୍ଷା ଦେଲେ। ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କଲେ ଏବଂ ନାନାବିଧ ରୋଗୀ ଓ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିଏସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁଲାଗିଲେ, Viz kapitolaଓଡିଆ ବାଇବେଲ23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ23 ଯୀଶୁ ଯିହୂଦୀ ସମାଜଗୃହମାନଙ୍କରେ ସ୍ୱର୍ଗରାଜ୍ୟରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡ଼ା ଦୂର କରି ସମଗ୍ର ଗାଲିଲୀ ରାଜ୍ୟରେ ଭ୍ରମଣ କଲେ। Viz kapitola |