ମାଥିଉ 4:24 - ପବିତ୍ର ବାଇବଲ (CL) NT (BSI)24 ସମୁଦାୟ ସିରିଆରେ ତାଙ୍କ ଖ୍ୟାତି ବ୍ୟାପି ଗଲା ଏବଂ ଲୋକେ ଭୂତଗ୍ରସ୍ତ, ଅପସ୍ମାର, ପକ୍ଷାଘାତ ପ୍ରଭୃତି ସବୁ ପ୍ରକାର ବ୍ୟାଧିଗ୍ରସ୍ତ ଲୋକଙ୍କୁ ତାଙ୍କ ନିକଟକୁ ନେଇ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ ତାହାଙ୍କ ସମ୍ଵନ୍ଧରେ ଜନରବ ସମୁଦାୟ ସୁରୀୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତ ରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ। Viz kapitolaଓଡିଆ ବାଇବେଲ24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ24 ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। Viz kapitola |