ମାଥିଉ 4:8 - ପବିତ୍ର ବାଇବଲ (CL) NT (BSI)8 ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ପର୍ବତର ଶିଖରକୁ ନେଇଗଲା ଏବଂ ତାଙ୍କୁ ଜଗତର ସମସ୍ତ ରାଜ୍ୟଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇ କହିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା, Viz kapitolaଓଡିଆ ବାଇବେଲ8 ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା, Viz kapitolaପବିତ୍ର ବାଇବଲ8 ତା'ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା। Viz kapitola |